Masthead

ବଜ୍ରାଘାତରେ ପୋଡ଼ିଗଲା ୬ ଘର

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବଜ୍ରାଘାତରେ ୬ ଟି ପରିବାରର ୬ ବଖରା ଘର ପୋଡି ପାଉଁଶ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ତିହିଡି଼ ବ୍ଲକ କୁବେରା ପଞ୍ଚାୟତ କଷଟି ଗ୍ରାମରେ । ଗତକାଲି ବିଳମ୍ବିତ ରାତିରେ କାଳବୈଶାଖୀରେ ପ୍ରବଳ ବର୍ଷା ସହ ବିଜୁଳି ଓ ଘଡ ଘଡି ମାରିଥିଲା । ଏହି ବଜ୍ରାଘାତରେ ପ୍ରାଣବନ୍ଧୁ ରାଉତଙ୍କ ଗୁହାଳ ଘରେ ନିଆଁ ଲାଗିଥିଲା ।

ପରେ ପାଖରେ ଥିବା ଅନ୍ୟ ଘରକୁ ନିଆଁ ବ୍ୟାପି ଯାଇଥିଲା । ମୋଟ ୬ ଟି ପରିବାରର ୬ ବଖରା ଘର ସମ୍ପୂର୍ଣ୍ଣ ପୋଡି ଯାଇଛି । ଘଟଣାସ୍ଥଳରେ ତିହିଡି଼ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ