Masthead

ବାଣ କାରଖାନାରେ ଅଗ୍ନିକାଣ୍ଡ ଘଟି ୬ ମୃତ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବାଣ ତିଆରି କାରଖାନାରେ ଅଗ୍ନିକାଣ୍ଡ ଘଟି ୬ ଜଣଙ୍କ ମୃତୃ୍ୟ । ଏହି ବିସ୍ଫୋରଣରେ ଅନ୍ୟ ୨୦ ଜଣରୁ ଅଧିକ ଲୋକ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗ ଭୂପତି ନଗର ଗ୍ରାମରେ ଏକ ଘରେ ଘଟିଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତେଜନା ପ୍ରକାଶ ପାଇଥିଲା । ଖବର ପାଇ ପୋଲିସ ପହଂଚି ବୁଝାସୁଝା କରିବାକୁ ଉଦ୍ୟମ କରୁଥିବା ବେଳେ ଆରମ୍ଭ ହୋଇଥିଲା ଧସ୍ତାଧସ୍ତି । ଦୁର୍ଘଟଣାସ୍ଥଳରେ ପୋଲିସକୁ ଲୋକେ ପିଟିଥିଲେ । ଗୁରୁତର ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ