Masthead

ବୁଲା ପଶୁଙ୍କ ପାଇଁ ୬୦ଲକ୍ଷ ସହାୟତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ୫ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଘୋଷଣା କରାଯାଇଛି ଲକଡାଉନ । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ, କୁକୁର ଆଦି ପ୍ରାଣୀ ମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ବୁଲା ପ୍ରାଣୀଙ୍କ ଲାଗି ଘୋଷଣା କରିଛନ୍ତି ୬୦ଲକ୍ଷ ସହାୟତା ରାଶି ।

ଏହି ଅର୍ଥରେ ୫ମହାନଗର ନିଗମ ୪୮ଟି ମ୍ୟୁନିସିପାଲିଟି ଓ ୬୧ଟି ଟିଏନଏସିରେ ବୁଲୁଥିବା ବୁଲା ପଶୁଙ୍କୁ ଖାଦ୍ୟ ଦିଆଯିବ । ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦିଆଯିବ । ତେବେ ସେହି ଅନୁସାରେ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ