Masthead

ଖୋଲିଲା ଆଉ ୬ଟି ଗେଟ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା । ଜଳଭଣ୍ଡାରର ଆଉ ୬ ଗେଟ୍ ଖୋଲିଲା । ୧୮ଟି ଗେଟରେ ହେଉଛି ଜଳ ନିଷ୍କାସନ । ହୀରାକୁଦ ଡ୍ୟାମ ମୁଖ୍ୟ ଯନ୍ତ୍ରୀଙ୍କ ସୂଚନା । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଡ୍ୟାମ କର୍ତ୍ତୃପକ୍ଷ ଅଧିକ ଗେଟ ଖୋଲିବା ପାଇଁ ନିଷ୍ପତି ନେଇଥିଲେ ।

ଏବେ ୧୮ ଟି ଗେଟ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ହେଉଛି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୭.୮୩ ଫୁଟ ଥିଲା। ସେପଟେ ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୬୦ ହଜାର ୬୦୯ କ୍ୟୁସେକ ଜଳ । ସେହିଭଳି ଜଳଭଣ୍ଡାର ମଧ୍ୟରୁ ବାହାରୁଛି ୧ ଲକ୍ଷ ୨୭ ହଜାର ୧୯୪ କ୍ୟୁସେକ ଜଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା