Masthead

ସୁଦାନରୁ ଓଡ଼ିଶାକୁ ଫେରିଲେ ୬ ଓଡ଼ିଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁଦାନରୁ ଫେରିଲେ ୬ ଓଡ଼ିଆ । ଅପରେସନ ‘କାବେରୀ’ରେ ସୁଦାନରୁ ଫେରିଛନ୍ତି ୬ ଓଡ଼ିଆ । ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ସୁଦାନରୁ ଫେରିଥିବା ଓଡ଼ିଆମାନେ ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଅଞ୍ଚଳର ବୋଲି ଜଣାପଡ଼ିଛି ।

ସେପଟେ ଜୋରଦାର ହେଉଛି ଅପରେସନ କାବେରୀ । ବର୍ତ୍ତମାନ ସୁଦ୍ଧା ୫୦୦ରୁ ଅଧିକ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୨୭୮, ୨ୟ ପର୍ଯ୍ୟାୟରେ ୧୪୮ ଓ ତୃତୀୟ ପର୍ଯ୍ୟାୟରେ ୧୩୫ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କୁ ସୁଦାନ ପୋର୍ଟରୁ ସାଉଦି ଆରବର ଜେଦାହକୁ ଅଣାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା