Masthead

ସୁଦାନରୁ ଓଡ଼ିଶାକୁ ଫେରିଲେ ୬ ଓଡ଼ିଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁଦାନରୁ ଫେରିଲେ ୬ ଓଡ଼ିଆ । ଅପରେସନ ‘କାବେରୀ’ରେ ସୁଦାନରୁ ଫେରିଛନ୍ତି ୬ ଓଡ଼ିଆ । ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ସୁଦାନରୁ ଫେରିଥିବା ଓଡ଼ିଆମାନେ ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଅଞ୍ଚଳର ବୋଲି ଜଣାପଡ଼ିଛି ।

ସେପଟେ ଜୋରଦାର ହେଉଛି ଅପରେସନ କାବେରୀ । ବର୍ତ୍ତମାନ ସୁଦ୍ଧା ୫୦୦ରୁ ଅଧିକ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୨୭୮, ୨ୟ ପର୍ଯ୍ୟାୟରେ ୧୪୮ ଓ ତୃତୀୟ ପର୍ଯ୍ୟାୟରେ ୧୩୫ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କୁ ସୁଦାନ ପୋର୍ଟରୁ ସାଉଦି ଆରବର ଜେଦାହକୁ ଅଣାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ