Masthead

ବିଜେଡି ଗଡ଼ରେ କଂଗ୍ରେସର ମହାମିଶ୍ରଣ ପର୍ବ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ବିଜେଡି ଗଡ଼ରେ କଂଗ୍ରେସର ମହାମିଶ୍ରଣ ପର୍ବ । ବିଜେଡି ଛାଡ଼ି କଂଗ୍ରେସରେ ମିଶିଲେ ୬୦୦ପରିବାର । ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ବାଚନ ମଣ୍ଡଳୀ ଥିଲା ବେଳେ କଂଗ୍ରେସ ଦଳ ଚାନ୍ଦବାଲି ଦଖଲ କରିବା ପାଇଁ ତାର ରଣ କୌଶଳ ଆରମ୍ଭ କରି ଦେଇଛି । ଏନେଇ ଭଦ୍ରକ ଜିଲ୍ଲା ଧାମରା କଇଥଖୋଲାଠାରେ କଂଗ୍ରେସର ବିଶାଳ ସମାବେଶ ଏଵଂ ମିଶ୍ରଣ ପର୍ବ ହୋଇଥିଲା। ଏହି ସଭାରେ କଂଗ୍ରେସ ଦଳର ପିସିସି ସଭାପତି ଶରତ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ହଜାର ହଜାର ସଂଖ୍ୟାରେ ମହିଳା ଓ ପୁରୁଷମାନେ କର୍ମୀ ସଭାରେ ଉପସ୍ଥିତ ଥିଲେ। ଚାନ୍ଦବାଲିରୁ ବିରାଟ ଶୋଭାଯାତ୍ରା ଆରମ୍ଭ କରି କଇଥଖୋଲାରେ ହଜାର ହଜାର ସଂଖ୍ୟାରେ ବାଇକ୍ ଯୋଗେ ରାଲିରେ ପହଞ୍ଚି ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ