Masthead

୨୪ ଘଣ୍ଟାରେ ୬୦୨ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୪୭୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୬୪୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୬୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୨୫୮୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୯୬୮୭୮୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା