୨୪ ଘଣ୍ଟାରେ ୬୦୨ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୪୭୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୬୪୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୬୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୨୫୮୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୯୬୮୭୮୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!