Masthead

୨୪ ଘଣ୍ଟାରେ ୬୨୩ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୨୪୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୦୨୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୬୩୨୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୨୫୬୬୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା! 🔴 କାଠୁଆରେ ବାଦଲ ଫଟା ବର୍ଷା! 🔴 ପାକିସ୍ତାନରେ ବନ୍ୟାର ବୀଭିଷିକା, ମୃତ୍ୟୁ ସଂଖ୍ୟା ୩ଶହ ପାର୍ 🔴 ୨୦ ତାରିଖ ଯାଏଁ ପ୍ରବଳ ବର୍ଷା! 🔴 ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ 🔴 ସମ୍ପତ୍ତି ପାଇଁ ପୁଅକୁ ହତ୍ୟା 🔴 ତାରା ବାହିନୀପତିଙ୍କୁ ମାଡ଼! 🔴 ପୂର୍ବତନ ଜିଲ୍ଲା ପରିଷଦଙ୍କୁ ଆକ୍ରମଣ 🔴 ବାବାଙ୍କ ନାଁରେ ସଙ୍ଗୀନ ଅଭିଯୋଗ 🔴 ଶ୍ରୀମନ୍ଦିର ଉପରକୁ ଚଢିବାକୁ ଉଦ୍ୟମ, ଧରାପଡିଲେ ବ୍ୟକ୍ତି 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା! 🔴 କାଠୁଆରେ ବାଦଲ ଫଟା ବର୍ଷା! 🔴 ପାକିସ୍ତାନରେ ବନ୍ୟାର ବୀଭିଷିକା, ମୃତ୍ୟୁ ସଂଖ୍ୟା ୩ଶହ ପାର୍ 🔴 ୨୦ ତାରିଖ ଯାଏଁ ପ୍ରବଳ ବର୍ଷା! 🔴 ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ 🔴 ସମ୍ପତ୍ତି ପାଇଁ ପୁଅକୁ ହତ୍ୟା 🔴 ତାରା ବାହିନୀପତିଙ୍କୁ ମାଡ଼! 🔴 ପୂର୍ବତନ ଜିଲ୍ଲା ପରିଷଦଙ୍କୁ ଆକ୍ରମଣ 🔴 ବାବାଙ୍କ ନାଁରେ ସଙ୍ଗୀନ ଅଭିଯୋଗ 🔴 ଶ୍ରୀମନ୍ଦିର ଉପରକୁ ଚଢିବାକୁ ଉଦ୍ୟମ, ଧରାପଡିଲେ ବ୍ୟକ୍ତି