Masthead

୨୪ ଘଣ୍ଟାରେ ୬୨୩ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୨୪୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୦୨୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୬୩୨୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୨୫୬୬୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ