Masthead

୨୪ ଘଣ୍ଟାରେ ୬୪୯ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୩୬୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୬୩୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୯୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୧୨୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୮୫୪୨୯୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ