Masthead

୨୪ ଘଣ୍ଟାରେ ୬୪୯ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୩୬୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୬୩୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୯୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୧୨୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୮୫୪୨୯୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି