Masthead

ଯୁବପିଢ଼ିଙ୍କ ପାଇଁ ଉଦାହରଣ ସାଜିଲେ ଜୟ କିଶୋର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶିଖିବାର ନିର୍ଦ୍ଦିଷ୍ଟ ବୟସ ସୀମା ନଥାଏ । ଯେତେବେଳେ ମନରେ ଦୃଢ ଇଚ୍ଛା ଶକ୍ତି ଥାଏ ,ସେତେବେଳେ ଆପଣ ଯେକୋଣସି ଜିନିଷ ଖୁବ ସହଜରେ ଶିଖିପାରିବେ ।ଏହାକୁ ପ୍ରମାଣ କରି ଦେଖାଇଛନ୍ତି ୬୪ବର୍ଷୀୟ ଜୟ କିଶୋର ପ୍ରଧାନ । ପେଶାରେ ଜଣେ ବ୍ୟାଙ୍କର । ହେଲେ ଇଚ୍ଛା ଥିଲା ହେବାପାଇଁ ଡାକ୍ତର । ବ୍ୟାଙ୍କ ଚାକିରୀରୁ ଅବସର ପରେ ୬୪ବର୍ଷରେ ଜେଇଇ ନିଟ ପରୀକ୍ଷାରେ ଉର୍ତ୍ତୀଣ୍ଣ ହୋଇ ଯୁବବର୍ଗଙ୍କ ପାଇଁ ପାଲଟିଯାଇଛନ୍ତି ପ୍ରେରଣା । ୬୪ବର୍ଷରେ ଡାକ୍ତର ହେବାର ସ୍ୱପ୍ନକୁ ଦୃଢ଼ ଇଚ୍ଛା ଶକ୍ତି ଦ୍ୱାରା ପୂର୍ଣ୍ଣ କରିପାରିଛନ୍ତି ।

ଭିମସାର ମେଡିକାଲ କଲେଜ,ବୁର୍ଲାରେ ଏମବିବିଏସ ଛାତ୍ର ଭାବେ ନିଜକୁ ଯୋଗ୍ୟ ବିବେଚିତ କରିପାରିଛନ୍ତି । ଜୟ କିଶୋର ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆରେ କାମ କରୁଥିଲେ। ଅବସର ପରେ ପାଠ ପଢ଼ାରେ ମନୋନିବେଶ କରି ଡାକ୍ତର ହେବାର ସ୍ୱପ୍ନକୁ ସାକାର କରିପାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା