ମଧ୍ୟବର୍ତ୍ତୀ ସରକାର ଘୋଷଣା କଲା ତାଲିବାନ; ମହମ୍ମଦ ହାସନ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତାଲିବାନ ନିଜର ସରକାରରେ ଥିବା ସଦସ୍ୟଙ୍କ ଘୋଷଣା କରିଛି । ଏନେଇ ତାଲିବାନ ମୁଖପାତ୍ର ଜାବିହୁଲ୍ଲା ମୁଜାହିଦ ସୂଚନା ଦେଇଛନ୍ତି । ତେବେ ମହମ୍ମଦ ହାସନ ଅଖଣ୍ଡ ପ୍ରଧାନମନ୍ତ୍ରୀ ହେବା ସହ ଦଳର ସହ-ପ୍ରତିଷ୍ଠାତା ଅବଦୁଲ ଘାନି ବାରାଦର ଡ଼େୁପଟି ପ୍ରଧାନମନ୍ତ୍ରୀ ହୋଇଛନ୍ତି ।

ସେହିପରି ତାଲିବାନର ଡ଼େପୁଟି ନେତା ସିରାଜୁଦ୍ଦିନ ହକ୍କାନି କାର୍ଯ୍ୟକାରୀ ଅଭ୍ୟନ୍ତରୀଣ ମନ୍ତ୍ରୀ, ଅମୀର ଖାନ ମୁଟ୍ଟାକି କାର୍ଯ୍ୟକାରୀ ବୈଦେଶିକ ମନ୍ତ୍ରୀ, ରାଜନୈତିକ ମୁଖ୍ୟ ଶେର ମହମ୍ମଦ ଅଽାସ ଷ୍ଟାନିକଜାଇ କାର୍ଯ୍ୟନିର୍ବାହୀ ଡ଼େପୁଟି ବୈଦେଶିକ ମନ୍ତ୍ରୀ ଏବଂ ମଲ୍ଲିକା ୟାକୁବ କାର୍ଯ୍ୟକାରୀ ପ୍ରତିରକ୍ଷା ମନ୍ତ୍ରୀ ହେବେ ବୋଲି ତାଲିବାନ ମୁଖପାତ୍ର ଜାବିହୁଲ୍ଲା ମୁଜାହିଦ ଏକ ସମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି । ଅନ୍ୟପଟେ ଖୁବଶୀଘ୍ର ଅନ୍ୟାନ୍ୟ ମନ୍ତ୍ରଣାଳୟର ମୁଖ୍ୟମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଜାହିଦ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’