Masthead

୨୪ ଘଣ୍ଟାରେ ୬୫୨ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୧୬୯୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୦ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୭୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୧୬୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୮୩୧୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୬୪୫୨୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ