Masthead

ଏସସିବିରେ ଏକମୋ ହବ୍

କଟକ(ବଡ଼ ଖବର ବ୍ୟୁରୋ): କଟକରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଏସସିବିରେ ଏକମୋ ହବର ହେଲା ଶୁଭାରମ୍ଭ । ଏକମୋ ୟୁନିଟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଆଜିଠୁ ମାଗଣାରେ ମିଳିବ ଏକମୋ ଚିକିତ୍ସା । ୯ଟି ଏକମୋ ମେସିନ ପ୍ରସ୍ତୁତ ହୋଇଛି ।

ସେଥିରୁ ୬ଟି ମେସିନ୍ କରୋନାରୁ ସୁସ୍ଥ ହେବା ପରେ ଗୁରୁତର ରୋଗୀଙ୍କ ପାଇଁ ଓ ଅନ୍ୟ ୩ଟି ସଂକ୍ରମିତଙ୍କ ପାଇଁ ବ୍ୟବହାର କରାଯିବ। ଦୁଇଟି ପର୍ଯ୍ୟାୟରେ ୧୯ଜଣ ଡାକ୍ତର ଓ କର୍ମଚାରୀଙ୍କୁ ଏଥିପାଇଁ ଦିଆଯାଇଛି ତାଲିମ । ପୂର୍ବରୁ ଏକମୋ ଚିକିତ୍ସା ପାଇଁ ରୋଗୀମାନଙ୍କୁ ଏୟାର ଆମ୍ବୁଲାନ୍ସରେ ରାଜ୍ୟ ବାହାରକୁ ଯିବାକୁ ପଡୁଥିଲା । ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟାରୁ ଏବେ କଟକରେ ବିନାମୂଲ୍ୟରେ ଗୁରୁତର ରୋଗୀଙ୍କୁ ଏହି ଚିକିତ୍ସା ମିଳିପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ