Masthead

ଏସସିବିରେ ଏକମୋ ହବ୍

କଟକ(ବଡ଼ ଖବର ବ୍ୟୁରୋ): କଟକରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଏସସିବିରେ ଏକମୋ ହବର ହେଲା ଶୁଭାରମ୍ଭ । ଏକମୋ ୟୁନିଟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଆଜିଠୁ ମାଗଣାରେ ମିଳିବ ଏକମୋ ଚିକିତ୍ସା । ୯ଟି ଏକମୋ ମେସିନ ପ୍ରସ୍ତୁତ ହୋଇଛି ।

ସେଥିରୁ ୬ଟି ମେସିନ୍ କରୋନାରୁ ସୁସ୍ଥ ହେବା ପରେ ଗୁରୁତର ରୋଗୀଙ୍କ ପାଇଁ ଓ ଅନ୍ୟ ୩ଟି ସଂକ୍ରମିତଙ୍କ ପାଇଁ ବ୍ୟବହାର କରାଯିବ। ଦୁଇଟି ପର୍ଯ୍ୟାୟରେ ୧୯ଜଣ ଡାକ୍ତର ଓ କର୍ମଚାରୀଙ୍କୁ ଏଥିପାଇଁ ଦିଆଯାଇଛି ତାଲିମ । ପୂର୍ବରୁ ଏକମୋ ଚିକିତ୍ସା ପାଇଁ ରୋଗୀମାନଙ୍କୁ ଏୟାର ଆମ୍ବୁଲାନ୍ସରେ ରାଜ୍ୟ ବାହାରକୁ ଯିବାକୁ ପଡୁଥିଲା । ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟାରୁ ଏବେ କଟକରେ ବିନାମୂଲ୍ୟରେ ଗୁରୁତର ରୋଗୀଙ୍କୁ ଏହି ଚିକିତ୍ସା ମିଳିପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ