Before Header

୨୪ ଘଣ୍ଟା ମଧ୍ୟରେ ୬୮୧ ପଜିଟିଭ

0 28

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୭୫୩ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୯୮ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୮୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୭୧୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୫୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୩୩୯୪୫୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.