Masthead

ନିତି ଆୟୋଗ ବୈଠକକୁ ୭ ମୁଖ୍ୟମନ୍ତ୍ରୀଙ୍କ ବର୍ଜନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଦିଲ୍ଲୀରେ ବସିବ ନିତି ଆୟୋଗର ଗଭର୍ଣ୍ଣିଂ କାଉନସିଲ ବୈଠକ । ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିକଶିତ ଭାରତ-୨୦୪୭ ରହିବ ମୁଖ୍ୟ ପ୍ରସଙ୍ଗ । ୨୫ ବର୍ଷ ମଧ୍ୟରେ ଭାରତର କିଭଳି ବିକାଶ ହେବ ସେ ନେଇ ଆଲୋଚନା ହେବ । ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, କେନ୍ଦ୍ରମନ୍ତ୍ରୀ ଏହି ବୈଠକରେ ଯୋଗ ଦେବେ । ଏହି ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି କଥା ଦୋହରାଇବେ ।

ସେପଟେ ଏହି ବୈଠକକୁ ବୟକଟ କରିଛନ୍ତି ୭ ମୁଖ୍ୟମନ୍ତ୍ରୀ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ, ପଞ୍ଜାବର ଭଗବତ ମାନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା ଏହି ବୈଠକକୁ ବର୍ଜନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି