Masthead

ଡଙ୍ଗା ବୁଡି ୭ ମୃତ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ମହାନଦୀରେ ଡଙ୍ଗା ବୁଡ଼ି ଘଟଣା । ବଢିଲା ମୃତ୍ୟୁସଂଖ୍ୟା । ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତ୍ୟୁ ହେଲାଣି । । ଝାରସୁଗୁଡ଼ା ଲଖନପୁର ମହାନଦୀରେ ବୋଟ୍ ଟ୍ରାଜେଡି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳୁ ଆରମ୍ଭ ହୋଇଥିବା ସର୍ଚ୍ଚ ଅପରେସନ୍ ପରେ ୬ ଜଣଙ୍କ ମୃତଦେହ ମିଳିଛି । ତେବେ ଏବେ ବି ଜଣେ ନିଖୋଜ ଅଛନ୍ତି । ଗତକାଲି ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଏହାକୁ ମିଶାଇ ଏବେ ଯାଏଁ ଡଙ୍ଗା ବୁଡ଼ିରେ ୭ ଜଣଙ୍କ ମୃତ୍ୟୁ ହୋଇଛି ।

ଆଜି ସକାଳ ୫ଟାରୁ ୨ଟି ସର୍ଚ୍ଚ କ୍ୟାମେରା ସହାୟତାରେ ନିଖୋଜଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି । ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ୫ ଜଣ ସ୍କୁବା ଡାଇଭର । ଡଙ୍ଗା ବୁଡ଼ି ଘଟଣାରେ ମୃତକ ମାନେ ସମସ୍ତେ ଛତିଶଗଡ଼ ଖରସେନି ଅଞ୍ଚଳର । ଝାରସୁଗୁଡା ଲଖନପୁର ସ୍ଥିତ ଶରଧା ନିକଟ ମହାନଦୀରେ ଏଭଳି ଦୁଃଖଦ ଘଟଣା ଘଟିଛି । ଡଙ୍ଗାରେ ପାଖାପାଖି ୫୪ଜଣ ଯାତ୍ରୀ ବରଗଡ଼ ବାଞ୍ଜିପାଲିରୁ ଝାରସୁଗୁଡ଼ା ସରଧା ଡଙ୍ଗା ଘାଟକୁ ଆସୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି