Masthead

୨୦ ବର୍ଷରେ ୭ଟି ବନ୍ୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୨୦ ବର୍ଷ ଭିତରେ ଆସିଛି ୭ଟି ବନ୍ୟା । ଏଥିରେ ୩୩.୯୬ଲକ୍ଷ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଥିବାବେଳେ ୫୬୮ଜଣଙ୍କର ପ୍ରବଳ ବର୍ଷା ଓ ବନ୍ୟା ଯୋଗୁଁ ମୃତ୍ୟୁ ହୋଇଛି। ତେବେ ୨୦୦୧, ୨୦୦୩, ୨୦୦୬, ୨୦୦୭, ୨୦୦୮, ୨୦୧୧, ୨୦୨୦ରେ ଆସିଥିବା ବଡ଼ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି।

ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ୨୦୦୧ରେ ୯୯ଜଣ, ୨୦୦୩ରେ ୫୮ଜଣଙ୍କର, ୨୦୦୩ରେ ୫୮ଜଣ, ୨୦୦୬ରେ ୯୦ଜଣ, ୨୦୦୭ରେ ୯୧ଜଣ, ୨୦୦୮ରେ ୧୧୦ଜଣ, ୨୦୧୧ରେ ୮୨ଜଣ, ୨୦୨୦ରେ ୩୮ଜଣଙ୍କର ମୃତ୍ୟୁ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା