Masthead

ଗୋଆର ଧାର୍ମିକ ଯାତ୍ରାରେ ଦଳାଚକଟା ୭ ମୃତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗୋଆର ଧାର୍ମିକ ଯାତ୍ରାରେ ଦଳାଚକଟା ୭ ମୃତ । ଗୋଆର ଶ୍ରୀଗାଁଓରେ ଶ୍ରୀଲୈରାଇରେ ଅଘଟଣ । ଲୈରାଇ ମନ୍ଦିରରେ ଦଳାଚକଟା ହେବାରୁ ୭ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୩୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରବଳ ଭିଡ଼ ମଧ୍ୟରେ ଏହି ଦୁର୍ଘଟଣା ଘଟିଥିଲା। ଫଳରେ ଭକ୍ତଙ୍କ ମଧ୍ୟରେ  ଆତଙ୍କ ଖେଳିଯାଇଥିଲା। ଲୋକମାନେ ଜୀବନ ବଞ୍ଚାଇବା ପାଇଁ ଏଣେତେଣେ ଦୌଡ଼ିବାକୁ ଲାଗିଥିଲେ।

ଘଟଣା ସମ୍ପର୍କରେ ସୂଚନା ମିଳିବା ମାତ୍ରେ ପୋଲିସ ଏବଂ ଜରୁରୀକାଳୀନ ସେବା ଘଟଣାସ୍ଥଳରେ ପହଞ୍ଚିଥିଲା ଏବଂ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କର୍ତ୍ତୃପକ୍ଷ ଏପର୍ଯ୍ୟନ୍ତ ଦଳାଚକଟା ପଛର କାରଣକୁ ଆନୁଷ୍ଠାନିକ ଭାବରେ ସ୍ପଷ୍ଟ କରିନାହାଁନ୍ତି କିନ୍ତୁ ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି ଯେ ଅତ୍ୟଧିକ ଭିଡ଼ ଏବଂ ଉପଯୁକ୍ତ ବ୍ୟବସ୍ଥା ଅଭାବରୁ ଏହି ଦୁର୍ଘଟଣା ଘଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା