Masthead

୭ ଜଣଙ୍କୁ ପଦ୍ମ ବିଭୂଷଣ ପୁରସ୍କାର ଜାଣନ୍ତୁ କେଉଁମାନେ ପାଇବେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୭୨ ତମ ଗଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଭବନ ପଦ୍ମ ପୁରସ୍କାର ଘୋଷଣା କରିଛି । ଚଳିତ ବର୍ଷ ୭ ଜଣଙ୍କୁ ପଦ୍ମ ବିଭୂଷଣ ପୁରସ୍କାର ପାଇଁ ମନୋନୀତ କରାଯାଇଛି । ଯେଉଁଥିରେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ, ଗାୟକ ଏସପି ବାଲାସୁବ୍ରମଣ୍ୟନ (ମୃତ୍ୟୁ ପରେ), ପଥର ଶିଳ୍ପୀ ସୁଦର୍ଶନ ସାହୁ, ପ୍ରତ୍ନତତ୍ତ୍ୱବିତ୍ ବିବି ଲାଲ, ମୌଲାନା ୱାହିଦୁଦ୍ଦିନ ଖାନ, ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟାରେ ଶ୍ରୀ ନରିନ୍ଦର ସିଂ (ମୃତ୍ୟୁ ପରେ), ମେଡିସିନ ପାଇଁ ଡ. ବେଲେ ମୋନାପ୍ପା ହେଗଡେଙ୍କୁ ପଦ୍ମ ବିଭୂଷଣ ପାଇଁ ମନୋନୀତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ