୭ ଜଣଙ୍କୁ ପଦ୍ମ ବିଭୂଷଣ ପୁରସ୍କାର ଜାଣନ୍ତୁ କେଉଁମାନେ ପାଇବେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୭୨ ତମ ଗଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଭବନ ପଦ୍ମ ପୁରସ୍କାର ଘୋଷଣା କରିଛି । ଚଳିତ ବର୍ଷ ୭ ଜଣଙ୍କୁ ପଦ୍ମ ବିଭୂଷଣ ପୁରସ୍କାର ପାଇଁ ମନୋନୀତ କରାଯାଇଛି । ଯେଉଁଥିରେ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ, ଗାୟକ ଏସପି ବାଲାସୁବ୍ରମଣ୍ୟନ (ମୃତ୍ୟୁ ପରେ), ପଥର ଶିଳ୍ପୀ ସୁଦର୍ଶନ ସାହୁ, ପ୍ରତ୍ନତତ୍ତ୍ୱବିତ୍ ବିବି ଲାଲ, ମୌଲାନା ୱାହିଦୁଦ୍ଦିନ ଖାନ, ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟାରେ ଶ୍ରୀ ନରିନ୍ଦର ସିଂ (ମୃତ୍ୟୁ ପରେ), ମେଡିସିନ ପାଇଁ ଡ. ବେଲେ ମୋନାପ୍ପା ହେଗଡେଙ୍କୁ ପଦ୍ମ ବିଭୂଷଣ ପାଇଁ ମନୋନୀତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!