Masthead

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୭ ମାଓବାଦୀ

ମାଲକାନଗିରି  (ବଡ଼ ଖବର ବ୍ୟୁରୋ): ମାଲକାନଗିରି ସୀମାନ୍ତରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିହତ । ଆନ୍ଧ୍ରପ୍ରଦେଶ ଆଲୁରୀ ସୀତାରାମ ରାଜୁ ଜିଲ୍ଲାର ମାରେଡିମିଲ୍ଲୀ ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଛି । ତେବେ ମୃତ ମାଓବାଦୀଙ୍କ ମଧ୍ୟରେ ୩ ଜଣ ମହିଳା ଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ମଙ୍ଗଳବାର ଆନ୍ଧ୍ରପ୍ରଦେଶର ଆଲୁରୀ ସୀତାରାମ ରାଜୁ ଜିଲ୍ଲାର ମାରେଡମିଲ୍ଲୀ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ ।

ଦୀର୍ଘ ସମୟ ଧରି ଚାଲିଥିବା ଏନକାଉଣ୍ଟରରେ ଟପ୍ ମାଓନେତା ହିଡ୍ମା ସମେତ ୬ ମାଓବାଦୀ ନିହତ ହୋଇଥିଲେ। ହିଡ୍ମାର ନିହତ ପରେ ମଧ୍ୟ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଚାଲିଥିଲା ସର୍ଚ୍ଚ ଅପରେସନ । ଏହି ସର୍ଚ୍ଚ ଅପରେସନରେ ବୁଧବାର ଦିନ ପୁଣି ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ଜଣ ମାଓବାଦୀ ନିହତ ହୋଇଛନ୍ତି । ନିହତ ମାଓବାଦୀଙ୍କ ମଧ୍ୟରେ ତିନି ଜଣ ମହିଳା ଥିବା ଜଣାପଡିଛି । ବର୍ତ୍ତମାନ ସୁଦ୍ଧ ନିହତ ମାଓବାଦୀଙ୍କ ପରିଚୟ ମିଳିନଥିବା ବେଳେ ଏବେବି ଆନ୍ଧ୍ର ପ୍ରଦେଶର ଗ୍ରେହାଉଣ୍ଟ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ