Masthead

୭ରେ ନବୀନ-ଧର୍ମେନ୍ଦ୍ରଙ୍କ ପ୍ରଚାର

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ପାଇଁ ଜମିଛି ପ୍ରଚାର । ତିନି ଦଳର ପ୍ରାର୍ଥୀମାନେ ପ୍ରଚାର ଜୋରଦାର କରିଛନ୍ତି । ଘରକୁ ଘର ବୁଲି କରୁଛନ୍ତି ପ୍ରଚାର । ଲୋକଙ୍କ ମନ ଜିଣିବା ପାଇଁ କହୁଛନ୍ତି କେତେ କ’ଣ । ତେବେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀର ଲୋକମାନେ ଆସନ୍ତା ୭ରେ ଦେଖିବେ ହାଇଭୋଲଟେଜ ପ୍ରଚାର । ମୁଖ୍ୟମନ୍ତ୍ରୀ ବନାମ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଚାର ।

ଦଳୀୟ ପ୍ରାର୍ଥୀ ଦୀପାଲି ଦାସଙ୍କ ପାଇଁ ଆସନ୍ତା ୭ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଇ ପାରନ୍ତି ଝାରସୁଗୁଡ଼ା । ସେଠାରେ ସେ ପ୍ରଚାର କରିବା ସହ ଭୋଟ ଭିକ୍ଷା କରିବେ । ସେପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ୭ ରେ କରିବେ ଦଳୀୟ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ପାଇଁ ପ୍ରଚାର । ନବୀନ ଓ ଧର୍ମେନ୍ଦ୍ର ନିର୍ବାଚନୀ ସଭା ସହ ରୋଡ଼ ସୋ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ