Masthead

ରାଜ୍ୟରେ ପୁଣି ୭ ନୂଆ କରୋନା ପଜିଟିଭ୍

ଭୁବନେଶ୍ୱର(ବଡ ଖବର ବ୍ୟୁରୋ) : ଦିନକୁ ଦିନ କାୟା ବିସ୍ତାର କରୁଛି ମହାମାରୀ । ରାଜ୍ୟରେ ପୁଣି ମାଡିଚାଲିଛି କରୋନା । ଗତ କିଛି ଦିନ ହେବ ପ୍ରତିଦିନ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ରାଜ୍ୟରେ ପୁଣି ବିଗିଡିବାରେ ଲାଗିଛି କରୋନା ସ୍ଥିତି । ଆଜି ପୁଣି ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହା ଫଳରେ ଓଡିଶାରେ ପଜିଟିଭ୍ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି । ଏଯାବତ୍ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬, କଟକରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦୁଝର ଏବଂ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେପଟେ ଦେଶରେ ମଧ୍ୟ ବେକାବୁ କରୋନା ସ୍ଥିତି । ଗତ ୨୪ ଘଣ୍ଟାରେ ୪୯୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ଭିତରେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ଏବେ ସକ୍ରିୟ ମାମଲା ୫ହଜାର ପାର କରିଛି । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ