Masthead

କୃମି ବଟିକା ଖାଇ ୭ଛାତ୍ରଛାତ୍ରୀ ଛାତ୍ରଛାତ୍ରୀ ଅସୁସ୍ଥ

ବସ୍ତା(ବଡ଼ ଖବର ବ୍ୟୁରୋ): କୃମି ଔଷଧ ଖାଇ ୭ ପିଲା ଅସୁସ୍ଥ । ସୁଚନା ଅନୁଯାୟୀ ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକ ଗୋଡିଖାଳ ସ୍ଥିତ ବନବିହାରୀ ଲାଲ ହାଇସ୍କୁଲରେ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଛାତ୍ର ଛାତ୍ରୀ ମାନଙ୍କୁ କୃମି ଔଷଧ ଖାଇବାକୁ ଦିଆଯାଇଥିଲା। ମେଡିସିନ ଖାଇ ସାରିବା ପରେ ୭ ଜଣ ପିଲା ଅସୁସ୍ଥ ଅନୁଭବ କରିଥିଲେ।

ମୁଣ୍ଡ ବୁଲାଇବା ସହିତ ବାନ୍ତି ଓ ଛାତିରେ ଯନ୍ତ୍ରଣା ହୋଇଥିଲା। ସଙ୍ଗେ ସଙ୍ଗେ ସ୍କୁଲର ଶିକ୍ଷକ ମାନେ ଆମ୍ବୁଲାନ୍ସ ଯୋଗେ ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ସେମାନଙ୍କୁ ଘରକୁ ପଠାଇ ଦିଆଯାଇଛି। ଅସୁସ୍ଥଙ୍କ ମଧ୍ୟରେ ୬ ଜଣ ଛାତ୍ରୀ ଓ ଜଣେ ଛାତ୍ର ଅଛନ୍ତି ।ସ୍କୁଲର ମୋଟ ୨୪୦ ଜଣ ଛାତ୍ରଛାତ୍ରୀ ଏହି କୃମି ଔଷଧ ଖାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ