Masthead

୨୪ ଘଣ୍ଟାରେ ୭ ହଜାର ୮୩୦ ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଧିରେ ଧିରେ ବଢିବାରେ ଲାଗିଛି କରୋନା ଗ୍ରାଫ । ଦେଶରେ ୨୪ ଘଂଟାରେ ୭ ହଜାର ୮୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ୪୦ ହଜାର ୨୧୫ ଜଣ ସକ୍ରିୟ କୋଭିଡ ଆକ୍ରାନ୍ତ ରହିଛନ୍ତି । ଗୋଟିଏ ଦିନ ତଳେ ଏହା ୫,୬୭୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୧ ରେ ପହଞ୍ଚିଛି।

 ସେହିପରି ୨୪ ଘଣ୍ଟାରେ ୪,୬୯୨ ଜଣ ସୁସ୍ଥ ହୋଇଥିବାବେଳେ ଗୋଟିଏ ଦିନ ତଳେ ଏହା ୩ହଜାର ୭୬୧ ଥିଲା। ସେପଟେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୧୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୭୬ ହଜାର ୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୪ ହଜାର ୭୭୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ