Masthead

୭ ହଜାର ମୁହାଁ ଦୈନିକ ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉଗ୍ରରୂପ ନେବାରେ ଲାଗିଛି କରୋନା । ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୫୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪,୧୪,୦୫୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୨୭ ଜଣ କ୍ବାରେଣ୍ଟାଇନରେ ରହିଥିବା ବେଳେ ୨୭୭୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୭, ବାଲେଶ୍ୱର ୧୩୭, ବରଗଡ଼ ୨୦୩, ଭଦ୍ରକ ୮୭, ବଲାଙ୍ଗିର ୯୮, ବୌଦ୍ଧ ୭୦, କଟକ ୪୮୮, ଦେଓଗଡ଼ ୩୮, ଢେଙ୍କାନାଳ ୨୦, ଗଜପତି ୮୧, ଗଞ୍ଜାମ ୩୨୩, ଜଗତସିଂହପୁର ୯୩, ଯାଜପୁର ୨୩୭,ଝାରସୁଗୁଡ଼ା ୪୩୬, କଳାହାଣ୍ଡି ୫୧୮, କନ୍ଧମାଳ ୩୫, କେନ୍ଦ୍ରାପଡ଼ା ୩୮, କେନ୍ଦୁଝର ୧୬୬, ଖୋର୍ଦ୍ଧା ୯୫୮, କୋରାପୁଟ ୬୯, ମାଲକାନଗିରି ୨୨, ମୟୁରଭଞ୍ଜ ୧୮୦, ନବରଙ୍ଗପୁର ୨୨୧, ନୟାଗଡ଼ ୯୧, ନୂଆପଡ଼ା ୫୫୧, ପୁରୀ ୧୪୫, ରାୟଗଡ଼ା ୧୧୭, ସମ୍ବଲପୁର ୨୨୬, ସୋନପୁର ୧୨୯, ସୁନ୍ଦରଗଡ଼ ୪୩୪, ଷ୍ଟେଟ୍‌ ପୁଲ୍‌ରୁ ୨୦୧ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୧୪୦୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୦୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୬୨୯୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ