Before Header

୨୪ ଘଣ୍ଟାରେ ୭୧୯ ପଜିଟିଭ

0 34

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୮୪୬୯ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୨୨ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୯୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଏଥିମଧ୍ୟରୁ ୭୧୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୩୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୧୩୪୨୮୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.