୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆକ୍ସନ ମୋଡରେ ଜିଲା ଶିକ୍ଷାଧିକାରୀ। ପୁରୀ ଜିଲାର ୭୨ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ କରିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଜାରି କରାଯାଇଛି। ବର୍ଷା ସମୟରେ ବଜ୍ରପାତ ହେଲେ ସେଥିରୁ କିଭଳି ସୁରକ୍ଷିତ ରହିପାରିବେ ଏବଂ ସାପ କାମୁଡିଲେ ତୁରନ୍ତ କିଭଳି ପ୍ରାଥମିକ ଚିକିତ୍ସା ହୋଇପାରିବ ସେନେଇ ଜିଲାର ସମସ୍ତ ସ୍କୁଲରେ ସଚେତନତା କାର୍ଯ୍ୟକ୍ରମ ଜରିଆରେ ଛାତ୍ରୀଛାତ୍ରମାନଙ୍କୁ ଅବଗତ କରିବା ଲାଗି ନିର୍ଦେଶନାମା ଜାରି କରାଯାଇଥିଲା।

Image

ବଜ୍ରପାତ ସଚେତନ ପାଇଁ ଜିଲାର ସମସ୍ତ ବିଦ୍ୟାଳୟକୁ ୨୦୦୦ ଟଙ୍କା ଏବଂ ସାପକାମୁଡା ସଚେତନତା ଲାଗି ଜିଲାର ସମସ୍ତ ସ୍କୁଲକୁ ୨୫୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା। ତେବେ ଏହି ସଚେତନତା କାର୍ଯ୍ୟକ୍ରମର ଖର୍ଚ୍ଚର ହିସାବ ନ ଦେଇପାରିବାରୁ ୭୨ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଏକମାସର ଦରମା ବନ୍ଦ ପାଇଁ ଚିଠି ହୋଇଛି। ବଜ୍ରପାତ ସଚେତନତା କାର୍ଯ୍ୟକ୍ରମର ହିସାବ ନ ଦେବାରୁ ୩୮ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ଏବଂ ସାପକାମୁଡା ଲାଗି ସଚେତନତା କାର୍ଯ୍ୟକ୍ରମର ହିସାବ ନଦେବାରୁ ୩୪ ଜଣ ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ