Masthead

୭୪ କେଜି ଗଞ୍ଜେଇ ଜବତ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ଆନ୍ତଃ ରାଜ୍ୟ ଗଞ୍ଜେଇ ଚାଲାଣ ରେକେଟ ଠାବ । ୭୪ କେଜି ଗଞ୍ଜେଇ ଜବତ । ୨ ଗିରଫ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଝାରସୁଗୁଡା ବିଜୁ ଏକ୍ସପ୍ରେସ ୱେ ରାସ୍ତାର ବାଇପାସ ନିକଟରେ । ଝାରସୁଗୁଡା ପୋଲିସ ଗାଡି ଚେକିଂ କରୁଥିବା ସମୟରେ ଏକ କାରରେ ନୂତନ ଚେଚିସ ଡିକିରେ ୭୪ କେଜି ଗଞ୍ଜେଇ ଭର୍ତ୍ତି କରି ଯାଉଥିଲେ ।

କାରକୁ ଅଟକାଇ ଚେକିଂ କରିବା ପରେ ଗଞ୍ଜେଇ ଚାଲାଣ ହେଉଥିବା ଜାଣିବାକୁ ପାଇଥିଲା ପୋଲିସ । କଳାହାଣ୍ଡିରୁ ସୁନ୍ଦରଗଡ଼ ଗଞ୍ଜେଇ ଚାଲାଣ ହେଉଥିବା ଜଣାପଡିଛି । ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ୪ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାର୍‌କୁ ଘୋଷାଡ଼ି ନେଇଗଲା ହାଇୱା 🔴 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ 🔴 ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 କାର୍‌କୁ ଘୋଷାଡ଼ି ନେଇଗଲା ହାଇୱା 🔴 ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ 🔴 ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ 🔴 ଭିଜିଲାନ୍ସ ପଞ୍ଝାରେ ଦଶମନ୍ତପୁର ଥାନା IIC 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର