Masthead

୨୪ ଘଣ୍ଟାରେ ୭୪୫ ପଜିଟିଭ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୪୩୩୮ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୧୦ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୫୦୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୭୩୦୧୮୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ