Masthead

ଦେଶରେ ଜାରି ହେବ ୭୫ ଟଙ୍କିଆ ନୂଆ ମୁଦ୍ରା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଜାରି ହେବ ୭୫ ଟଙ୍କିଆ ନୂଆ ମୁଦ୍ରା । ନୂଆ ସଂସଦ ଭବନ ଉଦଘାଟନ ଉସôବରେ ଜାରି ହେବ ମୁଦ୍ରା । ଏନେଇ ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଘୋଷଣା । ମୁଦ୍ରାରେ ସଂସଦ ଭବନ ଚିତ୍ର ସହ ରହିବ ସତ୍ୟମେବ ଜୟତେ ଲେଖା । ହିନ୍ଦୀରେ ଭାରତ ଇଂରାଜୀରେ ଇଣ୍ଡିଆ ଲେଖା ହେବ । ଏହାବ୍ୟତୀତ ମୁଦ୍ରାର ପଛ ପାଶ୍ୱର୍ରେ ଖୋଦିତ ହେବ ସଂସଦ ପରିସରର ଚିତ୍ର। ଏହାର ଉପର ଗୋଲାର୍ଦ୍ଧ ଧାରରେ ଦେବନାଗରୀ ଲିପିରେ ଉଲ୍ଲେଖ ରହିବ ସଂସଦ ଭବନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ