Masthead

ରାଜ୍ୟରେ ୩ ବର୍ଷରେ ୭୫୦ ରାସ୍ତା: ପ୍ରୀତିରଞ୍ଜନ ଘଡ଼େଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୩ ବର୍ଷରେ ରାଜ୍ୟରେ ନିର୍ମାଣ ହୋଇଛି ୭୫୦ ରାସ୍ତା । ୨ହଜାର ୪୨୨ କୋଟି ବ୍ୟୟରେ ରାସ୍ତା ନିର୍ମାଣ କରାଯାଇଛି । ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହି ତିନି ବର୍ଷରେ ୫ ହଜାର ୮୬ କୋଟି ବ୍ୟୟରେ ୨ ହଜାର ୮୭ ଟି ରାସ୍ତା ନିର୍ମାଣ ହୋଇଛି। ୫ ବର୍ଷ ଅବଧି ପୂରଣ ହୋଇସାରିଥିବା ୩୫୯୦ ଟି ରାସ୍ତାର ମରାମତି ପାଇଁ ୩୯.୩୭ କୋଟି ଟଙ୍କା ଖର୍ଚ୍ଚ ହୋଇଛି।

ରାଜ୍ୟର ଅନ୍ୟ ୬୬୨୪ ଟି ରାସ୍ତା ମରାମତି ପାଇଁ ୧୧.୮୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏହି ତିନି ବର୍ଷରେ ୧୧୮୪ କୋଟି ଟଙ୍କା ବ୍ୟୟରେ ୫୦୩ ଟି ବିଜୁସେତୁ ନିର୍ମାଣ ହୋଇଛି। ୨୦୨୩-୨୪ ବର୍ଷରେ ୫୨୬ ଟି ବିଜୁ ସେତୁ ନିର୍ମାଣ ପାଇଁ ୧୯୨୪ କୋଟି ବ୍ୟୟ ବରାଦ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା