Masthead

ଦେଶ ପାଳନ କରୁଛି ୭୫ତମ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦେଶ ପାଳନ କରୁଛି ୭୫ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ସାଧାରଣତନ୍ତ୍ର ଦିବସକୁ ନେଇ ଉତ୍ସାହ । କଶ୍ମୀରରୁ କନ୍ୟାକୁମାରୀ ଯାଏ ସବୁଠି ତ୍ରିରଙ୍ଗାରେ ରଙ୍ଗାୟିତ । ଦିଲ୍ଲୀ କର୍ତ୍ତବ୍ୟ ପଥରେ ଭାରତୀୟ ସେନା ଦେଖାଇବେ ଶୌର୍ଯ୍ୟ । ରାଜ୍ୟସ୍ତରୀୟ ପରେଡ୍ ପାଇଁ ଗାନ୍ଧୀ ମାର୍ଗ ପୂରା ପ୍ରସ୍ତୁତ ହୋଇଛି । ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଓ ଆଧୁନିକ ଉପକରଣରେ ସଜ୍ଜିତ ତାଲିମପ୍ରାପ୍ତ କମାଣ୍ଡୋ, ସ୍ନାଇପର ଓ ସ୍ପଟରଙ୍କ ସମେତ ୧୪ ହଜାରରୁ ଅଧିକ ସୁରକ୍ଷାକର୍ମୀ କର୍ତବ୍ୟପଥ ଓ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷା ବଳୟ ଗଠନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ