Masthead

୨୪ ଘଣ୍ଟାରେ ୭୬୧ ପଜିଟିଭ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୧୬୯୮ ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୪୩ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୧୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୧୬୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୯୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୫୩୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୫୪୪୪୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା