Masthead

୨୪ ଘଣ୍ଟାରେ ୭୬୨ ପଜିଟିଭ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୩୫୬୭ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୧୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୩୫୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୮୫୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୫୯୯୦୩୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ