Masthead

୨ଓଡ଼ିଆ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଆଜି ହେଉଛି ପବିତ୍ର ଗୁରୁ ଦିବସ। ଆଜି ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ । ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସକୁ ‘ଗୁରୁ ଦିବସ’ଭାବେ ସାରା ଭାରତ ବର୍ଷରେ ପାଳନ କରାଯାଉଛି । ଆଜି ଗୁରୁଦିବସ ଅବସରେ ଗରୁଙ୍କୁ ସମ୍ମାନୀତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ।

ରାଷ୍ଟ୍ରୀୟ ଶିକ୍ଷକ ଦିବସ ଅବସରରେ ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି । ଭର୍ଚୁଆଲ କାର୍ଯ୍ୟକ୍ରମରେ ସମ୍ମାନୀତ କରିଛନ୍ତି ରାଷ୍ଟ୍ରପତି । ୪୪ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନୀତ କରାଯାଇଛି । ସେଥିରେ ଓଡ଼ିଶାରୁ ସମ୍ମାନୀତ ହେଲେ ୨ ଶିକ୍ଷକ । ଗଞ୍ଜାମରୁ ଜଣମଣା ୟୁପି ସ୍କୁଲ ଶିକ୍ଷକ ଅଜିତ ସେଠୀ । ଭଦ୍ରକରୁ ହାଇସ୍କୁଲ ଶିକ୍ଷକ ଅଶୋକ କୁମାର ଶତପଥି ସମ୍ମାନୀତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ