Masthead

ପରୀକ୍ଷା ନଦେଇ ବି ୭ହଜାର ୭୦୩ ଫେଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପରୀକ୍ଷା ନଦେଇ ବି ଫେଲ । ଚଳିତବର୍ଷ କରୋନା ପାଇଁ ବନ୍ଦ ରହିଥିଲା ମାଟ୍ରିକ ପରୀକ୍ଷା । ମୋଟ ୫ଲକ୍ଷ ୧୩ହଜାର ୯୧୩ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫ଲକ୍ଷ ୧୦ହଜାର ଛାତ୍ରଛାତ୍ରୀ ପାସ କରିଛନ୍ତି । ଏବର୍ଷର ପାସ ହାର ରେକର୍ଡ଼ ସୃଷ୍ଟି କରିଛି । ତେବେ ଜାଣିକି ଆଶ୍ଚର୍ଯ୍ୟ ହେବେ ଯେ, ତେବେ ୭ହଜାର ୭୦୩ଜଣ ଫେଲ ହୋଇଛନ୍ତି । ରେଜଲ୍ଟ ଘୋଷଣା ପରେ ଏହା ଜଣାପଡ଼ିଥିଲା ଯେ, ୭ହଜାର ୭୦୩ଜଣ ୩୩%ରୁ କମ ନମ୍ବର ରଖି ଫେଲ ହୋଇଛନ୍ତି । ଆଉ ବିନା ପରୀକ୍ଷାରେ ଫେଲ ତାଲିକାରେ ଯୋଡ଼ି ହୋଇଛନ୍ତି । ତେବେ ଯେଉଁମାନେ ନିଜ ରେଜଲ୍ଟରେ ଖୁସି ନାହାନ୍ତି ସେମାନେ ପୁଣି ଥରେ ପରୀକ୍ଷା ଦେଇପାରିବେ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା