Masthead

୨୪ ଘଣ୍ଟାରେ ୭୭୧ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୪୩୩୮ରେ ପହଞ୍ଚିଛି।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୪୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୦୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୯୧୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୬୬୪୦୭୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ 🔴 ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ 🔴 ସ୍କୁଲରେ ମାରପିଟ୍, ୩ଶିକ୍ଷକ ନିଲମ୍ବିତ 🔴 ୨୧ରେ ପୁଣି ଭାରତ ପାକିସ୍ତାନ ମୁକାବିଲା 🔴 ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ 🔴 ମାଆକୁ ଟାଙ୍ଗିଆ ରେ ହାଣି ହତ୍ୟା କଲା ପୁଅ 🔴 ରାଜଧାନୀରୁ ନିଖୋଜ, ଘଟଗାଁରୁ ମିଳିଲା ମୃତଦେହ! 🔴 ଦେବଭୂମିରେ ପୁଣି ଜଳପ୍ରଳୟ, ୧୩ ମୃତ 🔴 ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ 🔴 ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ 🔴 ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ