Masthead

୨୪ ଘଣ୍ଟାରେ ୭୭୧ ପଜିଟିଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୪୩୩୮ରେ ପହଞ୍ଚିଛି।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୪୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୦୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୯୧୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୬୬୪୦୭୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା