Masthead

ଝାରସୁଗୁଡାରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ଜିଲ୍ଲାରେ ଜିଲ୍ଲା ସ୍ତରୀୟ ୭୭ତମ ସ୍ବାଧୀନତା ଦିବସ ସ୍ଥାନୀୟ ମନମୋହନ ସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଶ୍ରମମନ୍ତ୍ରୀ ସାରଦା ନଏକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। ପୂର୍ବରୁ ଅନୁଷ୍ଠିତ ହୋଇଥିବା ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ର ଛାତ୍ରୀ ଙ୍କୁ ମନ୍ତ୍ରୀ ନଏକ ପୁରସ୍କୃତ କରିଥିଲେ।ଏହି ଦିବସରେ ୩୫ଟି ଦଳ ପ୍ୟାରେଡରେ ଭାଗ ନେଇଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି