ଝାରସୁଗୁଡାରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ଜିଲ୍ଲାରେ ଜିଲ୍ଲା ସ୍ତରୀୟ ୭୭ତମ ସ୍ବାଧୀନତା ଦିବସ ସ୍ଥାନୀୟ ମନମୋହନ ସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଶ୍ରମମନ୍ତ୍ରୀ ସାରଦା ନଏକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। ପୂର୍ବରୁ ଅନୁଷ୍ଠିତ ହୋଇଥିବା ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ର ଛାତ୍ରୀ ଙ୍କୁ ମନ୍ତ୍ରୀ ନଏକ ପୁରସ୍କୃତ କରିଥିଲେ।ଏହି ଦିବସରେ ୩୫ଟି ଦଳ ପ୍ୟାରେଡରେ ଭାଗ ନେଇଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ