Before Header

ଭୁବନେଶ୍ୱରରେ ଜେପି ନଡ୍ଡା, ଉନ୍ମୋଚନ କରିବେ ବିଜେପି ନିର୍ବାଚନୀ ଇସ୍ତାହାର

0 794

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ବିଜେପି ସଭାପତି ଜେପି ନଡ୍ଡା । ବିଜେପି ସଂକଳ୍ପ ପତ୍ର ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ପରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.