Masthead

ବଢୁଛି ପେଟ୍ରୋଲ, ଡିଜେଲ ଦର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲଗାତର ୪ ଦିନ ଧରି ବଢୁଛି ପେଟ୍ରୋଲ ଓ ଡିଜେଲ ଦର । ରବିବାର ମଧ୍ୟ ପେଟ୍ରୋଲରେ ଲିଟର ପିଛା ୨୬ ପଇସା ଓ ଡିଜେଲ ପିଛା ୩୦ ପଇସା ବୃଦ୍ଧି ହୋଇଛି । ଭୁବନେଶ୍ୱରରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୧୦୩ ଟଙ୍କା ୨୭ ପଇସାରେ ପହଞ୍ଚି ରେକର୍ଡ ସୃଷ୍ଟି କରିଛି । ସେହିଭଳି ଡିଜେଲର ମୂଲ୍ୟ ୯୮.୯୮ ପଇସା ହୋଇଛି । ଭାରତର ସବୁ ସହରରେ ପେଟ୍ରୋଲର ମୂଲ୍ୟ ୧୦୦ଟଙ୍କା ଅତିକ୍ରମ କରିଛି ।

ଭାରତୀୟ ତୈଳ ନିଗମ ପକ୍ଷରୁ କୁହାଯାଇଛି ଯେ ଅଶୋଧିତ ତୈଳଦର ବିଶ୍ୱ ବଜାରରେ ବୃଦ୍ଧି ପାଉଥିବାରୁ ଏହି ପରିସ୍ଥିତି ସୃଷ୍ଟି ହୋଇଛି । ଦିଲ୍ଲୀରେ ପେଟ୍ରୋଲର ୧୦୨ ଟଙ୍କା ୩୯ ପଇସା ହୋଇଥିବା ବେଳେ ଡିଜେଲ ୯୦ ଟଙ୍କା ୭୭ ପଇସା, କୋଲକତାରେ ପେଟ୍ରୋଲ ୧୦୩ ଟଙ୍କା ୭ ପଇସା, ଡିଜେଲ ୯୩ ଟଙ୍କା ୮୭ ପଇସା, ମୁମ୍ବାଇରେ ପେଟ୍ରୋଲ ୧୦୮ଟଙ୍କା ୪୩ ପଇସା, ଡିଜେଲ ୯୮ ଟଙ୍କା ୪୮ ପଇସା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା