Masthead

୮ ଡକାୟତ ଗିରଫ, ମାରଣାସ୍ତ୍ର ସହ ଗୁଳି ଜବତ

ଆସିକା(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା ପୋଲିସକୁ ମିଳିଛି ବଡ଼ ଧରଣର ସଫଳତା । ୮ ଡକାୟତ ଗିରଫ ହୋଇଥିବା ବେଳେ ସେମାନଙ୍କ ନିକଟରୁ ଜବତ ହୋଇଛି ବହୁ ମାରଣାସ୍ତ୍ର । ୧୦ ମାଉଜର, ୫୩ ରାଉଣ୍ଡ ଗୁଳି, ୧୨ ବୋମା ସହ ୪ ବାଇକ ପୋଲିସ ଜବତ କରିଛି । ଆସିକା, ଧରାକୋଟ, ବଡଗଡ଼ ଓ ଗାଙ୍ଗପୁର ଥାନା ଅଞ୍ଚଳକୁ ଅପରାଧମୁକ୍ତ କରିବା ପାଇଁ ପୋଲିସ ପକ୍ଷରୁ ଏକ ଟିମ୍ ଗଠନ କରାଯାଇଛି । ଏହି ଟିମ୍ ଅପରାଧୀଙ୍କ ଉପରେ ନଜର ରଖିଛି । ଅପରାଧ ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ୍ ହେବା ପାଇଁ ଅତିରିକ୍ତ ଏସପି ବିଜୟ କୁମାର ମଲ୍ଲିକ ଆହ୍ୱାନ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ