Masthead

୮ ଡକାୟତ ଗିରଫ, ମାରଣାସ୍ତ୍ର ସହ ଗୁଳି ଜବତ

ଆସିକା(ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା ପୋଲିସକୁ ମିଳିଛି ବଡ଼ ଧରଣର ସଫଳତା । ୮ ଡକାୟତ ଗିରଫ ହୋଇଥିବା ବେଳେ ସେମାନଙ୍କ ନିକଟରୁ ଜବତ ହୋଇଛି ବହୁ ମାରଣାସ୍ତ୍ର । ୧୦ ମାଉଜର, ୫୩ ରାଉଣ୍ଡ ଗୁଳି, ୧୨ ବୋମା ସହ ୪ ବାଇକ ପୋଲିସ ଜବତ କରିଛି । ଆସିକା, ଧରାକୋଟ, ବଡଗଡ଼ ଓ ଗାଙ୍ଗପୁର ଥାନା ଅଞ୍ଚଳକୁ ଅପରାଧମୁକ୍ତ କରିବା ପାଇଁ ପୋଲିସ ପକ୍ଷରୁ ଏକ ଟିମ୍ ଗଠନ କରାଯାଇଛି । ଏହି ଟିମ୍ ଅପରାଧୀଙ୍କ ଉପରେ ନଜର ରଖିଛି । ଅପରାଧ ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ୍ ହେବା ପାଇଁ ଅତିରିକ୍ତ ଏସପି ବିଜୟ କୁମାର ମଲ୍ଲିକ ଆହ୍ୱାନ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ..